ବାଲେଶ୍ୱର, ବାଲେଶ୍ୱର ନୀଳଗିରି ଅଂଚଳରେ ଛେଳି ଚୋର ସନ୍ଦେହରେ ଦକ୍ଷିଣ କୁଅଁରପୁର ଗାଁ ଦାଣ୍ଡରେ ଜଣେ ଯୁବକକୁ ବାନ୍ଧି ରଖିଥିଲେ ଗ୍ରାମବାସୀ । ପରେ ଖବର ପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଂଚି ଉତ୍ୟେକ୍ତ ଗ୍ରାମବାସୀଙ୍କୁ ବୁଝାସୁଝା କରିବା ସହ ଯୁବକ ଜଣଙ୍କୁ ସେଠାରୁ ଉଦ୍ଧାର କରିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO