ବାରିପଦା, ବାରିପଦା ରେଡ଼କ୍ରସ୍ ରକ୍ତ ଭଣ୍ଡାରର ଟେକ୍ନିକାଲ ରୁମ୍ ରେ ଆଜି ସକାଳେ ସର୍ଟସର୍କିଟରୁ ଘଟିଛି ଅଗ୍ନିକାଣ୍ଡ । ଫଳରେ କମ୍ପ୍ୟୁଟର ଓ କେତେକ ଆସବାବପତ୍ର ଜଳିପୋଡ଼ି ପାଉଁଶ ହୋଇଯାଇଛି । ଖବର ପାଇ ସ୍ଥାନୀୟ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଂଚି ନିଆଁକୁ ଆୟତ କରିଥିଲେ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO