ଓଡିଶା କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୨୫ ଗିରଫ desk July 9, 2021 ଭୁବନେଶ୍ୱର,ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୨୫ ଜଣଙ୍କୁ ଗିରଫ କରା ଯାଇଛି । ୯୭୩ ଗାଡିକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୨ ଲକ୍ଷ ୬୫ ହଜାର ୨୫୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି । Tags: news of bbsr Continue Reading Previous: ବ୍ରାହ୍ମଣଛାଇ ଗୋଷ୍ଠୀ ସଂଘର୍ଷ ଘଟଣା, ସାତ ଗିରିଫNext: ଗୋଟିଏ ଦିନରେ ୨୮୦୬ କରୋନା ଆକ୍ରାନ୍ତ ଚିହ୍ନଟ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories Indo Kaling Times 27 April 2025 Important news 1 min read ଓଡିଶା Indo Kaling Times 27 April 2025 Important news April 27, 2025 ରାଜ୍ୟ ସ୍ତରୀୟ ଜୁନିୟର ରେଡକ୍ରସର ଅଣପ୍ରଶିକ୍ଷିତ ପରାମର୍ଶଦାତା ପ୍ରଶିକ୍ଷଣ ଶିବିରର ଦ୍ଵିତୀୟ ଦିବସ 1 min read ଓଡିଶା ରାଜ୍ୟ ସ୍ତରୀୟ ଜୁନିୟର ରେଡକ୍ରସର ଅଣପ୍ରଶିକ୍ଷିତ ପରାମର୍ଶଦାତା ପ୍ରଶିକ୍ଷଣ ଶିବିରର ଦ୍ଵିତୀୟ ଦିବସ April 27, 2025 ଗଞ୍ଜାମ ଜିଲ୍ଲା ଭୀମପୁର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ସମାରୋହ 1 min read ଓଡିଶା ଗଞ୍ଜାମ ଜିଲ୍ଲା ଭୀମପୁର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ସମାରୋହ April 27, 2025