
ହରିଆଣାରେ ଗତ ୨୪ ଘଂଟାରେ କରୋନାର ୩୮ ନୂଆ ମାମଲା
ଚଣ୍ଡିଗଡ , ହରିଆଣାରେ ଗତ ୨୪ ଘଂଟାରେ ୩୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୭୩ ହୋଇଛି ।
ପଂଜାବରେ ଗତ ୨୪ ଘଂଟାରେ ୧୨୪ କରୋନାର ନୂଆ ମାମଲା
ଚଣ୍ଡିଗଡ , ପଂଜାବ ଗତ ୨୪ ଘଂଟାରେ ୧୨୪ ନୂଆ କରୋନାର ମାମଲା ସାମନାକୁ ଆସିଛି । । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୬୭୪ ହୋଇଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୮,୨୯୬ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୮,୨୯୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୭୯ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୧୪,୦୦୦ହୋଇଛି ।