ଭୁବନେଶ୍ୱର , ରଥ ଯାତ୍ରା ଅବସରରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶୁଭକାମନା ଜଣାଇଛନ୍ତି ।ସେ ଟ୍ୱିଟ କରି କହିଛନ୍ତି ଯେ -ଜୟ ଜଗନ୍ନାଥ । ପବିତ୍ର ରଥଯାତ୍ରା ଅବସରରେ ମୁଁ ସମସ୍ତଙ୍କୁ ଶୁଭେଚ୍ଛା ଜଣାଉଛି । ବଡ଼ ଠାକୁର ବଳଭଦ୍ର,ଦେବୀ ସୁଭଦ୍ରା ଓ ମହାପ୍ରଭୁ ଶ୍ରୀ ଜଗନ୍ନାଥ ସମସ୍ତଙ୍କର ମଙ୍ଗଳ କରନ୍ତୁ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO