
କର୍ଣାଟକରେ ଗତ ୨୪ ଘଂଟାରେ ୧,୯୯୦ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୧,୯୯୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪୮ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩୩,୬୪୨ ହୋଇଛି ।
ଉତରାଖଣ୍ଡରେ ଗତ ୨୪ ଘଂଟାରେ ୩୩ କରୋନାର ନୂଆ ମାମଲା
ଦେହରାଦୁନ , ଉତରାଖଣ୍ଡରେ ଗତ ୨୪ ଘଂଟାରେ ୩୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ଜଣଙ୍କର ହେଲେ ମୃତ୍ୟୁ ଘଟିନାହିିଁ । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୧୧ ହୋଇଛି ।