
ତେଲେଙ୍ଗାନାରେ ଗତ ୨୪ ଘଂଟାରେ କରୋନାର ୭୪୯ ନୂଆ ମାମଲା
ହାଇଦ୍ରାବାଦ , ତେଲେଙ୍ଗାନାରେ ଗତ ୨୪ ଘଂଟାରେ ୭୪୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୦୩ ହୋଇଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୨,୪୫୮ କରୋନାର ନୂଆ ମାମଲା
ଚେନ୍ନାଇ ,ତାମିଲନାଡୁରେ ଗତ ୨୪ ଘଂଟାରେ ୨,୪୫୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫୫ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩୦,୬୦୦ହୋଇଛି ।