
ଇମ୍ଫାଲ, ମଣିପୁରରେ ଗତ ୨୪ ଘଂଟାରେ ୧୧୦୪ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ରାଜ୍ୟରେ ୮,୨୧୦ ସକ୍ରିୟ ମାମଲା ରହିଛି ।
ତେଲେଙ୍ଗାନାରେ ଗତ ୨୪ ଘଂଟାରେ କରୋନାର ୭୪୯ ନୂଆ ମାମଲା
ହାଇଦ୍ରାବାଦ , ତେଲେଙ୍ଗାନାରେ ଗତ ୨୪ ଘଂଟାରେ ୭୪୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୦୩ ହୋଇଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୨,୪୫୮ କରୋନାର ନୂଆ ମାମଲା
ଚେନ୍ନାଇ ,ତାମିଲନାଡୁରେ ଗତ ୨୪ ଘଂଟାରେ ୨,୪୫୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫୫ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩୦,୬୦୦ହୋଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO