
ଝାରଖଣ୍ଡରେ କରୋନାର ୫୪ ନୂଆ ମାମଲା
ରାଂଚି, ଝାରଖଣ୍ଡରେ କରୋନାର ୫୪ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬ ହୋଇଛି
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୮,୦୧୦ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୮,୦୧୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୭୦ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୦୭,୨୦୫ ହୋଇଛି ।
ଆସାମରେ କରୋନାର ୧,୯୯୨ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୧,୯୯୨ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୧୯,୧୨୦ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।