ତେଲେଙ୍ଗାନାରେ ଗତ ୨୪ ଘଂଟାରେ କରୋନାର ୭୧୦ ନୂଆ ମାମଲା
ହାଇଦ୍ରାବାଦ , ତେଲେଙ୍ଗାନାରେ ଗତ ୨୪ ଘଂଟାରେ ୭୧୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୦୩ ହୋଇଛି ।