-
ଜଣେ ମହିଳା ସମେତ ୪ ଗିରଫ
ଭଦ୍ରକ,୧୬ ନଂ ଜାତୀୟ ରାଜପଥର ଚରମ୍ପା ନିକଟ ଧାମରା ରେଳ ଓଭର ବ୍ରିଜ୍ ନିକଟରୁ ୧ କେଜି ୯୦ ଗ୍ରାମ୍ ବ୍ରାଉନସୁଗାର ଜବତ ହୋଇଛି । ଜଣେ ମହିଳା ସମେତ ୪ ଜଣଙ୍କୁ ଗିରଫ କରିଛି ପୋଲିସ । ଜବତ ବ୍ରାଉନସୁଗାରର ମୂଲ୍ୟ କୋଟିଏ ଟଙ୍କାରୁ ଉର୍ଦ୍ଧ୍ୱ ହେବ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO