ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୭,୭୬୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୬୭ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୦୧,୩୩୭ ହୋଇଛି ।