
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୧,୭୮୨ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୧୮,୨୨୨ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଝାରଖଣ୍ଡରେ କରୋନାର ୫୫ ନୂଆ ମାମଲା
ରାଂଚି, ଝାରଖଣ୍ଡରେ କରୋନାର ୫୫ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୦ ହୋଇଛି ।