
କର୍ଣାଟକରେ ଗତ ୨୪ ଘଂଟାରେ ୧,୮୬୯ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୧,୮୬୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪୨ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩୦,୦୮୨ ହୋଇଛି ।
ଉତରାଖଣ୍ଡରେ ଗତ ୨୪ ଘଂଟାରେ ୩୨ କରୋନାର ନୂଆ ମାମଲା
ଦେହରାଦୁନ ,ଉତରାଖଣ୍ଡରେ ଗତ ୨୪ ଘଂଟାରେ ୩୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ଜଣଙ୍କର ହେଲେ ମୃତ୍ୟୁ ଘଟିନାହିିଁ । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୫୬ ହୋଇଛି ।