ବରଗଡ, ବରଗଡ଼ ପଥର୍ଲା ନିକଟ ଜାତୀୟ ରାଜପଥରେ ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଂଚି ମୃତକଙ୍କ ଶବ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି ।