ବରଗଡ, ବରଗଡ଼ ପଥର୍ଲା ନିକଟ ଜାତୀୟ ରାଜପଥରେ ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଂଚି ମୃତକଙ୍କ ଶବ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି ।
ବରଗଡ, ବରଗଡ଼ ପଥର୍ଲା ନିକଟ ଜାତୀୟ ରାଜପଥରେ ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଂଚି ମୃତକଙ୍କ ଶବ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି ।
Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO