ଦିଲ୍ଲୀରେ ଗତ ୨୪ ଘଂଟାରେ ୪୪ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୪୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୬୯ ହୋଇ ଯାଇଛି ।
ପଶ୍ଚିମ ବଙ୍ଗରେ ଗତ ୨୪ ଘଂଟାରେ ୭୫୨ କରୋନାର ନୂଆ ମାମଲା
କୋଲକାତା , ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୭୫୨ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୫୦୯ ହୋଇ ଯାଇଛି ।