ସମ୍ବଲପୁର,୫୫ ନଂ ଜାତୀୟ ରାଜପଥର ଚାରମାଳ ଥାନା ଅନ୍ତର୍ଗତ ବଚାପୋଲ ନିକଟରେ କାର୍ ସହିତ ଅନ୍ୟ ଏକ କାର୍ ଧକ୍କା ହେବା ଫଳରେ ଦୁର୍ଘଟଣାରେ ୬ ଜଣ ଗୁରୁତର ହୋଇଛନ୍ତି । ଆହତ ମାନଙ୍କୁ ଚିକିତ୍ସା ନିମନ୍ତେ ନିକଟସ୍ଥ ମେଡିକାଲରେ ଭର୍ତି କରାଯାଇଛି ।