-
କ୍ଷତିପୂରଣ ଦାବିରେ ରାସ୍ତାରୋକ
କେନ୍ଦ୍ରାପଡ଼ା,କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଚଣ୍ଡି ବଜାରରେ ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ସେଠାରେ ଦୀର୍ଘ ସମୟ ଧରି ରାସ୍ତା କରିଥିଲେ ଲୋକେ । ଖବର ପାଇ ଅତିରିକ୍ତ ଜିଲ୍ଲାପାଳ ଘଟଣାସ୍ଥଳରେ ପହଂଚି ୧୦ ହଜାର ଟଙ୍କା କ୍ଷତି ପୂରଣ ପ୍ରଦାନ ନେଇ ପ୍ରତିଶୃତି ଦେବା ପରେ ରାସ୍ତା ଅବରୋଧ ହଟିଥିଲା ।