କର୍ଣାଟକରେ ଗତ ୨୪ ଘଂଟାରେ ୧୬୩୯ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୧୬୩୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୬ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩୬,୨୬୨ ହୋଇଛି ।\
ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ କରୋନାର ୨,୪୯୮ ନୂଆ ମାମଲା
ହାଇଦ୍ରାବାଦ ,ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୨,୪୯୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୩,୯୩୯ ହୋଇଛି ।