ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୩୭୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୮ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଏହା ସହିତ ଏଠାରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବଢି ୫,୭୭୯ ହୋଇଛି ।
ଆସାମରେ କରୋନାର ୧,୬୨୧ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୧,୬୨୧ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୧୪,୫୯୫ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।