ସମ୍ବଲପୁର, ରେଢ଼ାଖୋଲ ନାକଟିଦେଉଳ ରେଞ୍ଜ୍ ଅନ୍ତର୍ଗତ ଗଦାଧରପୁର ଗ୍ରାମ ନିକଟ କ୍ଷେତକୁ କାମ କରିବାକୁ ଯିବା ବେଳେ ଭାଲୁ ଆକ୍ରମଣରେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି । ଜଣେ ନିକଟସ୍ଥ ହସ୍ପିଟାଲରେ ଚିକିତ୍ସାଧିନ ଥିବା ବେଳେ ଅନ୍ୟ ଜଣଙ୍କୁ ଅଧିକ ଚିକିତ୍ସା ନିମନ୍ତେ ବୁର୍ଲା ସ୍ଥାନାନ୍ତରିତ କରାଯାଇଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO