ଭଦ୍ରକ – ଦୀର୍ଘଦିନ ଧରି ସମସ୍ତ ସରକାରୀ େଯାଜନାରୁ ବଂଚିତ କିନ୍ନରମାନଙ୍କ ପକ୍ଷରୁ ଟଙ୍କିକିଆ ଚାଉଳ ପାଇବା ପାଇଁ ସଂଘ ପକ୍ଷରୁ ଜିଲାପାଳ ଜ୍ଞାନ ଦାସଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଏଥିସହ ସେମାନଙ୍କୁ ବାସଗୃହ, ରେସନ୍ କାର୍ଡ, ଶିକ୍ଷ, ଚାକିରୀ ଓ ଅନ୍ୟାନ୍ୟ ସରକାରୀ ସୁବିଧା ପ୍ରଦାନ କରିବାକୁ କିନ୍ନର ସୌମ୍ୟ, ଲିପି, ରଂଜୁ ଓ ମାନାନୀ ପ୍ରମୁଖ ଜିଲାପାଳଙ୍କୁ ଅନୁରୋଧ କରିଛନ୍ତି।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO