
ଜୟପୁର, ୬୩ ନଂ ଜାତୀୟ ରାଜପଥର କୋରାପୁଟ ଜିଲ୍ଲା ବୋରିଗୁମ୍ମା ଥାନା ଅନ୍ତର୍ଗତ ଶଶାହାଣ୍ଡି ନିକଟରେ ଆଜି ସକାଳେ ପିକଅପ୍ ଭ୍ୟାନ୍ ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି । ଖବର ପାଇ ବୋରିଗୁମ୍ମା ଥାନା ପୋଲିସ ଘଟଣାସ୍ଥଳରେ ପହଂଚି ମୃତକଙ୍କ ଶବ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । କିପରି ଓ କେଉଁ ପରିସ୍ଥିତିରେ ଦୁର୍ଘଟଣା ଘଟିଲା ସେନେଇ ତଦନ୍ତ ଆରମ୍ଭ କରିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO