
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୬,୨୫୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୫୪ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୨,୦୮୨ ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୭୭ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୭୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୭୦ ହୋଇ ଯାଇଛି ।
ଆସାମରେ କରୋନାର ୧,୩୧୨ନୂଆ ମାମଲା
ଦିସପୁର,ଆସାମରେ ଗତ ୨୪ ଘଂଟାରେ କରୋନାର ୧,୩୧୨ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୧୩,୬୮୮ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO