କର୍ଣାଟକରେ ଗତ ୨୪ ଘଂଟାରେ ୧,୫୦୧ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୧,୫୦୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୨ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୨,୪୮୭ ହୋଇଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୧,୭୬୭ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୧,୭୬୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୯ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୨,୧୮୮ ହୋଇଛି ।