
କୈଳାଶ ଚନ୍ଦ୍ର ପଣ୍ଡା,ପୁରୀ
ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀ ପୁରୀ ସଦର ବ୍ଲକ କହ୍ନେଇ ବିଦ୍ୟାଧରପୁର ପଞ୍ଚାୟତ ଗୋଲାପଡ଼ା ଗ୍ରାମ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମା। ଏହି କାର୍ଯ୍ୟକ୍ରମରେ ସରପଞ୍ଚ କୈଳାସ ଚନ୍ଦ୍ର ବିଶ୍ୱାଳ, ପୂର୍ବତନ ସରପଞ୍ଚ ପ୍ରକାଶଚନ୍ଦ୍ର ମିଶ୍ର, ସମିତି ସଭ୍ୟ କୈଳାସ ଚନ୍ଦ୍ର ମିଶ୍ର, ପଞ୍ଚାୟତ ସଭାପତି ଅନାଥ ବିଶ୍ୱାଳ ଉପସ୍ଥିତ ଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO