
-
ବିଶାଲ ଦେବ ନୂଆ ଅର୍ଥ ବିଭାଗ ସଚିବ
ଅପରପକ୍ଷରେ ପଂଚାୟତିରାଜ ବିଭାଗ ପ୍ରମୁଖ ସଚିବ ଥିବା ଡି.କେ ସିଂହଙ୍କୁ ଷ୍ଟିଲ୍ ଏବଂ ଖଣିଜ ସମ୍ପଦକ ବିଭାଗ ପ୍ରମୁଖ ସଚିବ ଭାବେ ନିଯୁକ୍ତି ମିଳିଛି । ସେହିଭଳି ଷ୍ଟିଲ୍ ଏବଂ ଖଣିଜ ସମ୍ପଦ ବିଭାଗ ପ୍ରମୁଖ ସଚିବ ଥିବା ସୁରେନ୍ଦ୍ର କୁମାରଙ୍କୁ ସାଧାରଣ ପ୍ରଶାସନ ବିଭାଗ ପ୍ରମୁଖ ସଚିବ ଭାବେ ନିଯୁକ୍ତି ମିଳିଛି । ଏଥିସହି ପର୍ଯ୍ୟଟନ ବିଭାଗର ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ ସୁରେନ୍ଦ୍ର କୁମାର । ସେହିଭଳି ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଥିବା ଆର ଭିନେଲ୍କ୍ରିଷ୍ଣାଙ୍କୁ କ୍ରୀଡ଼ା ଓ ଯୁବ ବ୍ୟପାର ବିଭାଗ ଅତିରିକ୍ତ ଦାୟିତ୍ୱ ଦିଆ