-
ବିଶାଲ ଦେବ ନୂଆ ଅର୍ଥ ବିଭାଗ ସଚିବ

ଭୁବନେଶ୍ୱର: ଆଇଏଏସ୍ ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଆଇଏଏସ୍ ଅଶୋକ ମିନାଙ୍କୁ ପଂଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି । ସେ ବର୍ତମାନ ଅର୍ଥ ବିଭାଗର ପ୍ରମୁଖ ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ସେହିପରି ପର୍ଯ୍ୟଟନ ଓ କ୍ରୀଡ଼ା ବିଭାଗ ପ୍ରମୁଖ ସଚିବ ବିଶାଳ ଦେବଙ୍କୁ ଅର୍ଥ ବିଭାଗ ପ୍ରମୁଖ ସଚିବ ଭାବେ ନୂଆ ନିଯୁକ୍ତି ମିଳିଛି ।
ଅପରପକ୍ଷରେ ପଂଚାୟତିରାଜ ବିଭାଗ ପ୍ରମୁଖ ସଚିବ ଥିବା ଡି.କେ ସିଂହଙ୍କୁ ଷ୍ଟିଲ୍ ଏବଂ ଖଣିଜ ସମ୍ପଦକ ବିଭାଗ ପ୍ରମୁଖ ସଚିବ ଭାବେ ନିଯୁକ୍ତି ମିଳିଛି । ସେହିଭଳି ଷ୍ଟିଲ୍ ଏବଂ ଖଣିଜ ସମ୍ପଦ ବିଭାଗ ପ୍ରମୁଖ ସଚିବ ଥିବା ସୁରେନ୍ଦ୍ର କୁମାରଙ୍କୁ ସାଧାରଣ ପ୍ରଶାସନ ବିଭାଗ ପ୍ରମୁଖ ସଚିବ ଭାବେ ନିଯୁକ୍ତି ମିଳିଛି । ଏଥିସହି ପର୍ଯ୍ୟଟନ ବିଭାଗର ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ ସୁରେନ୍ଦ୍ର କୁମାର । ସେହିଭଳି ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଥିବା ଆର ଭିନେଲ୍କ୍ରିଷ୍ଣାଙ୍କୁ କ୍ରୀଡ଼ା ଓ ଯୁବ ବ୍ୟପାର ବିଭାଗ ଅତିରିକ୍ତ ଦାୟିତ୍ୱ ଦିଆ
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO