ପୁରୀ, ଶ୍ରୀମନ୍ଦିରେ ଆଜି ସକାଳେ ମହାପ୍ରଭୁଙ୍କ ନୀତିକାନ୍ତି ଚାଲିଥିବା ବେଳେ ଜଣେ ପାଣିଆ ଆପଟ ସେବକ ଶ୍ରୀବିଗ୍ରହଙ୍କୁ ଛୁଇଁ ଦେଇଥିଲେ । ଏହି ବିଭ୍ରାଟ ପାଇଁ ଅବକାଶ ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯାଇଛି । ଏବଂ ଅନ୍ୟାନ୍ୟ ନୀତିକାନ୍ତିରେ ବିଳମ୍ବ ଘଟିଥିବା ସୂଚନା ମିଳିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO