କର୍ଣାଟକରେ ଗତ ୨୪ ଘଂଟାରେ ୧,୫୩୧ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୧,୫୩୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୯ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୨,୫୬୯ହୋଇଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୧,୭୫୬ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୧,୭୫୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୯ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୧,୫୨୧ ହୋଇଛି ।