
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୬,୪୭୯ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୫୭ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୮,୯୬୨ ହୋଇଛି ।
ଗୋଆରେ ଗତ ୨୪ ଘଂଟାରେ ୫୯ କରୋନାର ନୂଆ ମାମଲା
ପାଣଜୀ ,ଗୋଆରେ ଗତ ୨୪ ଘଂଟାରେ ୫୯ ନୂଆ କରୋନାର ମାମଲା ସାମନାକୁ ଆସିଛି । । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୦୧୧ହୋଇଛି ।
ହିମାଚଳରେ ୧୩୪ କରୋନାର ନୂଆ ମାମଲା
ସିମଲା, ହିମାଚଳ ପ୍ରଦେଶରେ ଗତ ୨୪ ଘଂଟା ମଧ୍ୟରେ ୧୩୪ ଟି କରୋନାର ନୂଆ ମାମଲା ସାମନାକୁ ଆସିଛି । । ଏହା ସହ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୨୯ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO