ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୧,୮୭୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୫ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୪,୧୪୪ ହୋଇଛି ।
କେରଳରେ ଗତ ୨୪ ଘଂଟାରେ ୨୦,୭୨୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ତିରୁବନନ୍ତପୁରମ , କେରଳରେ ଗତ ୨୪ ଘଂଟାରେ ୨୦,୭୨୮ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।ଏହା ସହ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୬୭,୩୭୯ ହୋଇ ଯାଇଛି ।
ମଣିପୁରରେ ୮୩୨ କରୋନାର ନୂଆ ମାମଲା
ଇମ୍ଫାଲ, ମଣିପୁରରେ ଗତ ୨୪ ଘଂଟାରେ ୮୩୨ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ରାଜ୍ୟରେ ୧୦,୪୦୫ ସକ୍ରିୟ ମାମଲା ରହିଛି ।