ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (ପିଏମଜିକେଏଓ୍ୱାଇ) ସମ୍ପର୍କରେ
ପିଏମଜିକେଏଓ୍ୱାଇ ଏକ ଖାଦ୍ୟ ସୁରକ୍ଷା କଲ୍ୟାଣ ଯୋଜନା । ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଏହାର ପରିକଳ୍ପନା କୋଭିଡ- ୧୯ର ଆର୍ଥିକ ପ୍ରଭାବ କମାଇବା ଓ ସହାୟତା ପ୍ରଦାନ ପାଇଁ ହୋଇଥିଲା । ରାଷ୍ଟ୍ରୀୟ ଖାଦ୍ୟ ସୁରକ୍ଷା ଅଧିନିୟମ ଅନ୍ତର୍ଗତ ସାମିଲ ସମସ୍ତ ହିତାଧିକାରୀଙ୍କୁ ଜଣ ପିଛା ଅତିରିକ୍ତ ୫ କିଲୋଗ୍ରାମ ଖାଦ୍ୟଶସ୍ୟ ପ୍ରଦାନ କରାଯାଏ ।ଏହି ଅବସରରେ ଗୁଜୁରାଟ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ ।