
ଇମ୍ଫାଲ, ମଣିପୁରରେ ଗତ ୨୪ ଘଂଟାରେ ୫୪୧ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ରାଜ୍ୟରେ ୯,୮୧୪. ସକ୍ରିୟ ମାମଲା ରହିଛି ।
ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ କରୋନାର ୧,୫୪୬ ନୂଆ ମାମଲା
ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୧,୫୪୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୦,୫୮୨ ହୋଇଛି ।
କେରଳରେ ଗତ ୨୪ ଘଂଟାରେ ୧୩,୯୮୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ତିରୁବନନ୍ତପୁରମ, କେରଳରେ ଗତ ୨୪ ଘଂଟାରେ ୧୩,୯୮୪ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୬୫,୩୨୨ ହୋଇ ଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO