
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୧,୬୭୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୮ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୪,୨୮୦ ହୋଇଛି ।
ମଣିପୁରରେ ୭୫୩ କରୋନାର ନୂଆ ମାମଲା
ଇମ୍ଫାଲ,ମଣିପୁରରେ ଗତ ୨୪ ଘଂଟାରେ ୭୫୩ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ରାଜ୍ୟରେ ୩୯୬୪ ସକ୍ରିୟ ମାମଲା ରହିଛି ।
କେରଳରେ ଗତ ୨୪ ଘଂଟାରେ ୨୩,୬୭୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ତିରୁବନନ୍ତପୁରମ ,କେରଳରେ ଗତ ୨୪ ଘଂଟାରେ ୨୩,୬୭୬ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।ଏହା ସହ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୭୩,୨୨୧ହୋଇ ଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO