-
ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୩୫୨୩
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୪୧୩ ଜଣ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୫୯ ଜଣ, ବରଗଡ଼ରୁ ୮ ଜଣ, ଭଦ୍ରକରୁ ୪୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୧୬୪, ଦେବଗଡ ଜିଲ୍ଲାରୁ ୩ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୯ ଜଣ, ଗଜପତି ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୭୬ ଜଣ, ଯାଜପୁରରୁ ୬୬ ଜଣ, ଝାରସୁଗୁଡ଼ାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡିରୁ ୩ ଜଣ, କନ୍ଧମାଳ ଜିଲ୍ଲାରୁ ୫ ଜଣ. କେନ୍ଦ୍ରାପଡ଼ାରୁ ୪୩ ଜଣ, କେନ୍ଦୁଝରରୁ ୨୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୪୭୭ ଜଣ, କୋରାପୁଟରୁ ୧୧ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୪୧ ଜଣ, ନବରଙ୍ଗପୁରରୁ ୨ ଜଣ, ନୟାଗଡ଼ରୁ ୨୮ ଜଣ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୩,ପୁରୀରୁ ୫୫ ଜଣ, ରାୟଗଡ଼ାରୁ ୧୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୮ ଜଣ, ସୋନପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୧୩ ଜଣ ଓ ଷ୍ଟେଟ୍ ପୁଲରୁ ୧୦୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।