ଭୁବନେଶ୍ୱର, ଅଲିମ୍ପିକ ପ୍ରତିଯୋଗୀତାରେ ଭାରତ ବ୍ରୋଂଜ ପଦକ ବିଜୟୀ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭାରତୀୟ ହକି ଦଳକୁ ଅଭିନନ୍ଦନ ଜଣାଇଛନ୍ତି ।ସେ ବିଜୟୀ ଟିମର ସଦସ୍ୟ ମାନଙ୍କ ସହ କଥାବାର୍ତା ହୋଇ ଚିତାକର୍ଷକ ବିଜୟ ପାଇଁ ଖେଳାଳୀ ମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO