ମୁମ୍ବାଇରେ ଗତ ୨୪ ଘଂଟାରେ ୩୬୩ କରୋନାର ନୂଆ ମାମଲା
ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୩୬୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୯ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଏହା ସହିତ ଏଠାରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪,୪୩୦ ହୋଇଛି ।
ଉତରାଖଣ୍ଡରେ ଗତ ୨୪ ଘଂଟାରେ ୪୨ କରୋନାର ନୂଆ ମାମଲା
ଦେହରାଦୁନ , ଉତରାଖଣ୍ଡରେ ଗତ ୨୪ ଘଂଟାରେ ୪୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ଜଣଙ୍କର ହେଲେ ମୃତ୍ୟୁ ଘଟିନାହିିଁ । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୭୬ ହୋଇଛି ।
କେରଳରେ ଗତ ୨୪ ଘଂଟାରେ ୨୨,୪୧୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ତିରୁବନନ୍ତପୁରମ ,କେରଳରେ ଗତ ୨୪ ଘଂଟାରେ ୨୨,୪୧୪ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।ଏହା ସହ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୭୬,୦୪୮ ହୋଇ ଯାଇଛି ।