
ପୁରୀ,ଶ୍ରୀମନ୍ଦିର ଚର୍ତୁପାଶ୍ୱର୍ର ୭୫ ମିଟର ପର୍ଯ୍ୟନ୍ତ ସୁରକ୍ଷା ଜୋନ୍ ମଧ୍ୟରେ ରହିଥିବା ତିନୋଟି ଘରର ଆଜି ଭଙ୍ଗା କାର୍ଯ୍ୟ ଆରମ୍ଭ କରାଯାଇଛି । ବାସେଳି ସାହି ମୌଜାରେ ଏହି ତିନୋଟି ଘର ରହିଛି । କୋଭିଡ଼୍ କଟକଣା ଯୋଗୁଁ ଗତ କିଛି ଦିନ ଧରି ଉଚ୍ଛେଦ କାର୍ଯ୍ୟ ବନ୍ଦ ରହିଥିଲା । ଉଚ୍ଛେଦ ସମୟରେ ଆଇନ ଶୃଙ୍ଖଳା ଓ ସୁରକ୍ଷା ପାଇଁ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO