ଦିଲ୍ଲୀରେ ଗତ ୨୪ ଘଂଟାରେ ୪୪ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୪୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୧୬ ହୋଇ ଯାଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୧,୮୦୫ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୧,୮୦୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୬ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୪,୩୨୮ହୋଇଛି ।