ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୫୫୩୯ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୮୭ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୪,୪୮୩
ଆସାମରେ କରୋନାର ୯୭୫ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୯୭୫ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୧୦,୩୭୨ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।