କର୍ଣାଟକରେ ଗତ ୨୪ ଘଂଟାରେ ୧,୬୧୦ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୧,୬୧୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୨ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୪,୨୬୬ହୋଇଛି ।
ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ କରୋନାର ୧,୯୦୮ ନୂଆ ମାମଲା
ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୧,୯୦୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୦,୩୭୫ ହୋଇଛି ।