
ଇମ୍ଫାଲ, ମଣିପୁରରେ ଗତ ୨୪ ଘଂଟାରେ ୭୩୬ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ରାଜ୍ୟରେ ୭,୯୫୧ ସକ୍ରିୟ ମାମଲା ରହିଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୧,୫୯୮ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୧,୫୯୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୦ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୩,୯୩୦ ହୋଇଛି ।\
ଦିଲ୍ଲୀରେ ଗତ ୨୪ ଘଂଟାରେ ୬୬ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୬୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୩୬ ହୋଇ ଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO