
ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୨,୦୫୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୯,୯୪୯ ହୋଇଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୧,୯୫୬ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୧,୯୫୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୮ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୦,୪୦୭ ହୋଇଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୫,୫୦୮ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୫,୫୦୮ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୫୧ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୧,୫୧୦ହୋଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO