
ଦେହରାଦୁନ , ଉତରାଖଣ୍ଡରେ ଗତ ୨୪ ଘଂଟାରେ ୩୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୪୪ ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୫୨ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୫୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦୪ ହୋଇ ଯାଇଛି ।
ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ କରୋନାର ୧,୪୬୧ ନୂଆ ମାମଲା
ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୧,୪୬୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୮,୮୮୨ ହୋଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO