
ରାୟଗଡ଼ା, କରୋନା କଟକଣା ମଧ୍ୟରେ ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ ଖୋଲିଛି ରାୟଗଡ଼ା ଜିଲ୍ଲାର ପ୍ରସିଦ୍ଧ ମା ମଝିଘରିଆଣୀ ମନ୍ଦିର । ଜିଲ୍ଲାର ଅନ୍ୟାନ୍ୟ ମନ୍ଦିର ଓ ଧର୍ମାନୁଷ୍ଠାନକୁ ୫୦ ପ୍ରତିଶତ ଶ୍ରଦ୍ଧାଳୁଙ୍କୁ ଅନୁମତି ରହିଛି । ଶ୍ରଦ୍ଧାଳୁ ମାନେ ମୁହଁରେ ମାସ୍କ ପିନ୍ଧି ସାମାଜିକ ଦୂରତା ରକ୍ଷା କରି ଠାକୁର ଦର୍ଶନ କରିପାରିବେ । ତେବେ ମନ୍ଦିର ମଧ୍ୟକୁ ଧୂପ, ଦୀପ, ଫୁଲ ଓ ଅନ୍ୟାନ୍ୟ ଭୋଗ ସାମଗ୍ରୀ ନେବାକୁ ବାରଣ କରାଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO