ତାଳଚେର ଓ ସମ୍ବଲପୁର ରେଳ ସେକ୍ସନରେ ଦୋହରୀକରଣ କାର୍ଯ୍ୟ ସମ୍ପାଦନ ପାଇଁ ଏବଂ ଯାତ୍ରୀ ମାନଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଏହି ଟ୍ରେନ କୁ ରାଉରକେଲା ଓ ସମ୍ବଲପୁର ମଧ୍ୟରେ ଚଳାଚଳ କରାଇବାପାଇଁ ମଧ୍ୟ ନିଷ୍ପତ୍ତି ନିଆଯାଇଅଛି | ଏହି ଟ୍ରେନ ଅଗଷ୍ଟ ମାସ ୧୩ ତାରିଖ ଠାରୁ ୨୩ ତାରିଖ ମଧ୍ୟରେ ରାଉରକେଲାରୁ ଛାଡି ସମ୍ବଲପୁର ଯାତ୍ରାକରିବାକୁ ଥିବାବେଳେ ଏହା ଅଗଷ୍ଟ ମାସ ୧୪ ତାରିଖ ଠାରୁ ୨୪ ତାରିଖ ମଧ୍ୟରେ ସମ୍ବଲପୁର ଠାରୁ ଛାଡି ରାଉରକେଲା ଯାତ୍ରା କରିବ |
Related Stories
November 23, 2024