ଭୁବନେଶ୍ବର, କରୋନାର ଦୈନିକ ସଂକ୍ରମଣକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରଥମ ଥର ପାଇଁ ଦୈନିକ କୋଭିଡ ତଥ୍ୟରେ ୧୮ ବର୍ଷରୁ କମ୍ ବୟସର କରୋନା ସଂକ୍ରମିତଙ୍କ ତଥ୍ୟ ଦିଆଯାଇଛି। ୧୩୮ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଚିହ୍ନଟ ହୋଇଥିବା ପ୍ରଥମ ଥର ପାଇଁ ସୂଚନା ଦେଇଛନ୍ତି ରାଜ୍ୟ ସରକାର।