କଟକ, କଟକରେ ଜିଲ୍ଲାସ୍ତରୀୟ ୭୫ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି। ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଛନ୍ତି।